ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ଟିକା ଯୋଗାଇଦେବାକୁ ଗଣଶିକ୍ଷା ବିଭାଗର ଚିଠି

ସ୍କୁଲ ଓ ଗଣଶିକ୍ଷା ବିଭାଗ ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ଟିକା ଯୋଗାଇଦେବାକୁ ଅନୁରୋଧ କରିଛନ୍ତି।

ରାଜ୍ୟରେ କୋଭିଡ ସଂକ୍ରମଣ ଦିନକୁ ଦିନ ବଢ଼ୁଥିବାରୁ ୧୨ରୁ ୧୭ ବର୍ଷର ସମସ୍ତ ଛାତ୍ରଛାତ୍ରୀଙ୍କୁ ଟିକା ଦେବାକୁ ଅନୁରୋଧ କରିଛି ଗଣଶିକ୍ଷା ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version