ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କଲେ ବୈଜୟନ୍ତ

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦିଲ୍ଲୀରେ ପ୍ରବାସୀ ଓଡ଼ିଆ ଛାତ୍ରଛାତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes