ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁଷ୍କର୍ମ ଅଭିଯୋଗ; ଆଭ୍ୟନ୍ତରୀଣ କମିଟିକୁ ତଦନ୍ତ ନିର୍ଦ୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର ଶ୍ରୀ ଜୟଦେବ କଲେଜ ଅଫ ଏଜୁକେସନ ଓ ଟେକ୍ନୋଲୋଜିର ଅଧ୍ୟାପକଙ୍କ ନାଁରେ ଯୌନ ନିର୍ଯ୍ୟାତନା ଅଭିଯୋଗ ଆଣିଛନ୍ତି କଲେଜର ଯୁକ୍ତ ୩ ବିଜ୍ଞାନ ବିଭାଗର ଛାତ୍ରୀ।

ଅଧ୍ୟାପକ ମାସ ମାସ ଧରି ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ତୁରନ୍ତ ଏହାର ତଦନ୍ତ କରି ରିପୋର୍ଟ ଦେବାକୁ କଲେଜକୁ ଚିଠି କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes