କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ହାଇସ୍କୁଲରୁ ପରୀକ୍ଷା ସାରି ଫେରିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ ହୋଇଛି।
କାର୍ରେ ଉଠାଇ ନେବା ବେଳେ ଦୁର୍ବୃତ୍ତଙ୍କ ସହ ଛାତ୍ରୀଙ୍କ ଧସ୍ତାଧସ୍ତି ବେଳେ ଛାତ୍ରୀଙ୍କୁ ବ୍ଲେଡ୍ ମାଡ଼ ହୋଇଛି। ବ୍ଲେଡ୍ ମାଡ଼ରେ ଛାତ୍ରୀ ଗୁରୁତର ହୋଇ ପଟ୍ଟାମୁଣ୍ଡାଇ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି।