ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର

ବାଲେଶ୍ଵର ଜିଲ୍ଲା ସିମୁଳିଆ ବ୍ଳକର କୁନ୍ତଳା କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ମଧ୍ୟାହ୍ନରେ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes