ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆଜି ଗୃହରେ ବିବୃତି ରଖିବେ ରାଷ୍ଟ୍ରମନ୍ତ୍ରୀ

ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ରାଗିଂ ଯୋଗୁ ଆତ୍ମହତ୍ୟା କରିଥିବା ଅଭିଯୋଗ ଘଟଣାରେ ଆଜି ଗୃହ କାର୍ଯ୍ୟ ସରିବା ପୂର୍ବରୁ ବିବୃତି ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି।

ଆଜି ଗୃହରେ ରୁଚିକାଙ୍କ ଆତ୍ମହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ଉଭୟ ବିଜେପି ଓ କଂଗ୍ରେସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes