ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋଙ୍କ ଦେହାନ୍ତ

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳ ୭ଟାରେ ୮୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।

ମାର୍ଚ୍ଚ ୩୦ରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତ୍ରିଲୋଚନ କାନୁନ୍‌ଗୋ ୩ ଥର ବିଧାୟକ ଓ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes