ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳ ୭ଟାରେ ୮୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।
ମାର୍ଚ୍ଚ ୩୦ରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତ୍ରିଲୋଚନ କାନୁନ୍ଗୋ ୩ ଥର ବିଧାୟକ ଓ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।
Credible Local News of Odisha