ଜଗନ୍ନାଥ ମନ୍ଦିରର ରତ୍ନମୁଦ ଉତ୍ସବ ପାଳିତ

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରଘୁନାଥପୁର ଠାରେ ଆଜି ନୂତନ ଜଗନ୍ନାଥ ମନ୍ଦିରର ରତ୍ନମୁଦ ଉତ୍ସବ ପାଳିତ ହୋଇଯାଇଛି ।

ଏହି ଉତ୍ସବରେ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ ଯୋଗଦେଇ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes