ଜଙ୍ଗଲରୁ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଞ୍ଜାମ ଜିଲ୍ଲା ଭଂଜନଗର ଗାଙ୍ଗପୁର ଥାନା ବୁଢ଼ାକେନ୍ଦୁ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି।

ମୃତ କର୍ମଚାରୀ ଜଣଙ୍କ ଆସିକା ଦମକଳ କେନ୍ଦ୍ରରେ କାର୍ଯ୍ୟରତ ଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes