ଜଙ୍ଗଲରୁ ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର

କଟକ ଜିଲ୍ଲା ଆଠଗଡ଼ ଜେନାପଦା ଗାଁ ନିକଟ ଶାଳବଣୀ ଜଙ୍ଗଲରୁ ମହିଳାଙ୍କ ଶବ ଉଦ୍ଧାର ହୋଇଛି।

ଘଟଣା ସ୍ଥଳରେ ଆଠଗଡ଼ ପୁଲିସ ପହଞ୍ଚି ତଦନ୍ତ କରୁଛି। ମହିଳାଙ୍କୁ ହତ୍ୟା କରାଯାଉଥିବା ସନ୍ଦେହ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes