ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଠାବ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଂଜ ବାଘପାଲି ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି।

କେଉଁ ପରିସ୍ଥିତିରେ ବାଘର ମୃତ୍ୟୁ ହୋଇଛି କାରଣ ଅସ୍ପଷ୍ଟ ରହିଥିବା ବେଳେ ବନବିଭାଗ ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes