ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ଡେଢେଲ ଗାଁ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes