ସୁବର୍ଣ୍ଣପୁର ଜିଲ୍ଲା ବିନିକା ବାଉଁଶୁଣି ଗାଁ ଡୁଗୁମାଲି ଜଙ୍ଗଲରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଉଦ୍ଧାର ହୋଇଛି।
ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ବିନିକା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
Credible Local News of Odisha