ଜଙ୍ଗଲ ନିଆଁ ସଚେତନତା କାର୍ଯ୍ୟକ୍ରମ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖଜୁରିଆପାଲି ଗ୍ରାମର ପ୍ରଗତି ଓ ମା’ କନ୍ଧେନ ବୁଢ଼ୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନଙ୍କୁ ନେଇ ଜଙ୍ଗଲ ନିଆଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ବ୍ୟାଙ୍କ ମିତ୍ର ସଂଗୀତା ପାତ୍ର ଜଙ୍ଗଲରେ ନିଆଁ ଲାଗିବା ଦ୍ୱାରା ଆମର କିଭଳି ବହୁତ କ୍ଷତି ହେଉଛି ସମ୍ପର୍କରେ ଆଲୋକପାତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes