ଜଟଗଡ ଗାଁରେ ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ

ନୂଆପଡା ଜିଲ୍ଲା କୋମନା ବ୍ଲକ ଜଟଗଡ ଗାଁରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏଯାଏଁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ପରୀକ୍ଷାରୁ ଗାଁର ନୂଆବନ୍ଧ ପୋଖରୀରେ ହଇଜା ଜୀବାଣୁ ଥିବା ଜଣା ପଡିବା ପରେ ସେହି ପୋଖରୀରେ ଗାଧୁଆପାଧୁଆ ତଥା ଅନ୍ୟାନ୍ୟ ବ୍ୟବହାର ପାଇଁ ମନା କରାଯାଇଥିବା ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes