ଜଟଣୀରେ ବ୍ଲକ ସ୍ୱାସ୍ଥ୍ୟମେଳା ଉଦ୍ଘାଟନ କଲେ ଅପରାଜିତା

ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ଜଟଣୀ ନିର୍ବାଚନ ମଣ୍ଡଳୀ ଭୁବନେଶ୍ୱର ବ୍ଲକରେ ମଣ୍ଡଳ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଉଦଘାଟନ କରିଛନ୍ତି l

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନ ସାଧାରଣ ଉପକୃତ ହେବେ ବୋଲି ସେ କହିଛନ୍ତି।

ନ୍

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes