ଜଟଣୀରେ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ

ଆଜି ଖୋର୍ଦ୍ଧା ବ୍ଲକ ବାଜପୁର ପଞ୍ଚାୟତ ଏବଂ ଜଟଣୀ ବେଣାପଞ୍ଜରୀରେ ମଣ୍ଡଳ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି l

ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନ ସାଧାରଣ ଯୋଗଦେଇଥିଲେ l ଏହାକୁ ଉଦଘାଟନ କରି ସାଂସଦ ଅପରାଜିତା ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ , ବିଭାଗୀୟ ମନ୍ତ୍ରୀ ଏବଂ ଅଧିକାରୀଙ୍କୁ ଧନ୍ୟବାଦ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes