ଜନଜାତି ଚିତ୍ରଶିଳ୍ପୀ ଓ କାରିଗରଙ୍କ ସମ୍ମାନ ସମାରୋହ

ରାଜ୍ୟସ୍ତରୀୟ ଜନଜାତି ଚିତ୍ରକଳା ଓ କଳାବସ୍ତୁ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କ ସମ୍ବର୍ଦ୍ଧନା ସମାରୋହ ଆଜି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି l

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର.ବାଲକ୍ରିଷ୍ଣନ, ବିଭାଗୀୟ ସଚିବ ରଞ୍ଜନା ଚୋପ୍ରା, ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes