ଜନ ଆରୋଗ୍ୟ ସମିତି ବୈଠକ

ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ କେଲେଣ୍ଡାପାଲି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜନ ଆରୋଗ୍ୟ ସମିତି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ସମସ୍ତ ଆଶାକର୍ମୀ ଓ ଅଙ୍ଗନବାଡି କର୍ମୀମାନେ ଯୋଗ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes