ଜନ ସାଧାରଣଙ୍କ ସମସ୍ୟା ବୁଝିଲେ ସଦର ବିଜେପି ଯୁବନେତା

ଆଜି ବାଲେଶ୍ଵର ସଦର ବ୍ଲକ୍ ଅନ୍ତର୍ଗତ ଓଲନ୍ଦା ସାରଗାଁ ପଞ୍ଚାୟତର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସଦର ବିଜେପି ଯୁବନେତା ଶ୍ରୀଯୁକ୍ତ ମାନସ କୁମାର ଦତ୍ତ ଜନ ସାଧାରଣଙ୍କ ସମସ୍ୟା ବୁଝିବା ସହ ଏହାର ସମାଧାନ ନେଇ ପ୍ରତିଶ୍ରୁତି ଦେଇଥିଲେ।

ଏହି ଅବସରରେ ବହୁ ସ୍ଥାନୀୟ ନେତୃବୃନ୍ଦ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes