ଜମି ପାଇଁ ପଡ଼ୋଶୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା

ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ହାତୀସୋଲ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି।

ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଥିବା ବେଳେ ଅଭିଯୁକ୍ତ ଥାନାରେ ଅଟକ ରଖିଛି ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes