ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ

ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଖଇରା ପଂଚାୟତ କାର୍ଯ୍ୟଳୟ ପରିସରରେ ଆଜି ମଧ୍ୟାହ୍ନରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଛି ।

ଏଥିରେ ସରପଞ୍ଚ ସମିତି ସଭ୍ୟା ସମେତ ୱାର୍ଡ ସଭ୍ୟ ସଭ୍ୟାମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes