ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସାମ୍ବାଦିକ ସଂଘ ପକ୍ଷରୁ ଆଜି ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଅଛି।
ଏହି ପ୍ରରିପ୍ରେକ୍ଷୀରେ ଅନୁଷ୍ଠିତ ସଭାରେ ସଂଘର ସଭାପତି ଦୀପକ ପ୍ରଧାନ ସ୍ବାଗତ ଭାଷଣ ଦେଇଥିବା ବେଳେ ମୁଖ୍ଯ ଅତିଥିଭାବେ ଯୋଗ ଦେଇଥିଲେ ବିଶିଷ୍ଟ ଗବେଷକ ତଥା ନିରାକାରପୁର କଲେଜ ଅଧ୍ଯକ୍ଷ ଡ ସଂଜୟ କୁମାର ମହାପାତ୍ର।