ଜାତୀୟ ସଡକ ସୁରକ୍ଷା ସପ୍ତାହ ଅବସରରେ ସାଇକେଲ ରାଲି

ସଡକ ସୁରକ୍ଷା ଜୀବନ ରକ୍ଷା ସ୍ଲୋଗାନ ଦେଇ ଆଜି ଜାତୀୟ ସଡକ ସୁରକ୍ଷା ସପ୍ତାହ ଅବସରରେ ଜାତୀୟ ସଡକ ସୁରକ୍ଷା ସପ୍ତାହ ଅବସରରେ ସାଇକେଲ ରାଲି ଅନୁଷ୍ଠିତ ହୋଇଯାଇଛି।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି ସହର ପରିକ୍ରମା କରି ଟ୍ରାଫିକ ସୁରକ୍ଷା ଉପରେ ସଚେତନତା ସୃଷ୍ଟି କରିଥିଲେ। ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ, ସାମାଜିକ କର୍ମୀ, ସରକାରୀ କର୍ମଚାରୀ ସାମିଲ ହୋଇଥିଲେ। ଆର୍ ଟି ଓ ଗୋପାଳ କୃଷ୍ଣ ଦାସ ପତାକା ହଲାଇ ଶୁଭାରମ୍ଭ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes