ଜାନୁଆରୀ ମାସରେ ୧ କୋଟି ୫୭ ଲକ୍ଷ ଠକିଛନ୍ତି ସାଇବର ଠକ

ଭୁବନେଶ୍ୱର ସାଇବର ଥାନାର ଜାନୁଆରୀ ମାସ ରିପୋର୍ଟ ଆସିଥିବା ବେଳେ ଜାନୁଆରୀ ମାସରେ ୧ କୋଟି ୫୭ ଲକ୍ଷ ଠକିଛନ୍ତି ସାଇବର ଠକ ।

୨୬ ଲକ୍ଷ ୯୨ ହଜାର ଟଙ୍କା ଫେରସ୍ତ କରିଛି ସାଇବର ଥାନା । ହେଲ୍ପ ଡେସ୍କକୁ ଆସିଛି ୪୦୩ଟି ଠକେଇ ଜନିତ କଲ୍ । ୟୁପିଆଇ ସମ୍ପର୍କିତ ୧୯୪ଟି ଅଭିଯୋଗ ହୋଇଛି । କ୍ରେଡିଟ କାର୍ଡ, ଡେବିଟ କାର୍ଡ ସମ୍ପର୍କିତ ୧୧୩ ଟି ଠକେଇ ନେଇ ଅଭିଯୋଗ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes