ଜାରକା ରୋଟାରୀ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

ଆଜି ଯାଜପୁର ଜିଲ୍ଲା ଜାରକା ରୋଟାରୀ କ୍ଲବ ପକ୍ଷରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି ।

କାର୍ଯ୍ୟକ୍ରମକୁ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଅତିଥି ଭାବେ ଯୋଗ ଦେଇ ରିବନ କାଟି ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes