ଜାଲୋଏରେ ମହାପ୍ରଭୁଙ୍କ ନବଯୌବନ ବେଶ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଜାଲୋଏ ଜଗନ୍ନାଥ ମନ୍ଦିରରେ ଆଜି ମହାପ୍ରଭୁ ଜଗନ୍ନାଥଙ୍କ ନବଯୌବନ ବେଶ ଅନୁଷ୍ଠିତ ହୋଇଥିଲା ।

ଏହି ଅବସରରେ ଅନେକ ଶ୍ରଦ୍ଧାଳୁ ଦର୍ଶନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes