ଜିନ୍ଦଲ ଗେଷ୍ଟ ହାଉସରୁ ଲଜିଷ୍ଟିକାଲ ମ୍ୟାନେଜରଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ବରସୁଆଁ ନିକଟ ଜିନ୍ଦଲ ଗେଷ୍ଟ ହାଉସରୁ ଲଜିଷ୍ଟିକାଲ ମ୍ୟାନେଜରଙ୍କ ମୃତଦେହ ଉଦ୍ଧାର ହୋଇଛି।

କେହି ଦୁର୍ବୃତ୍ତ ପିଟିପିଟି ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version