ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା ଆମ୍ବଝରୀ ପଞ୍ଚାୟତ ପରିସରରେ ଆଜି ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୮୩ ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ସେଥି ମଧ୍ୟରୁ ୧୭ ଗୋଟି ତୁରନ୍ତ ସମାଧାନ ହୋଇଛି।‌ ଏଥିରେ ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes