ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଜସ୍ବ ସମ୍ବନ୍ଧୀୟ ବୈଠକ

କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ରାଜସ୍ବ ବିଭାଗର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।

ଏଥିରେ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । କେତେ ରାଜସ୍ବ ଆଦାୟ ହେଲା, କିକି ସମସ୍ୟା ରହିଛି ଆଦି ଅନେକ ବିଷୟରେ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes