ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ

ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅଧ୍ୟକ୍ଷା ସୁପାର ଠେଲାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇଥିଲେ ।ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ଯୋଗଦେଇ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes