ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ୭୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ହୋଇଥିଲା ଏବଂ ୨୬ ଗୋଟି ଅଭିଯୋଗ ତୁରନ୍ତ ସମାଧନ କରିଥିଲେ ।
Credible Local News of Odisha