ଜିଲ୍ଲାପାଳ ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ସମ୍ମିଳନୀକୁ ଉଦଘାଟନ କରିବା ସହ ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରିବାକୁ ପରାମର୍ଶ ଦେଇଛନ୍ତି।

ବିକାଶମୂଳକ ପ୍ରକଳ୍ପକୁ ତ୍ବରିତ କର, ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସରକାରୀ ସେବା ପହଞ୍ଚାଅ ବୋଲି ନବୀନ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes