ଜିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଘାଟିତ

କେନ୍ଦୁଝର ଷ୍ଟାଡିୟମ୍ ପରିସରରେ ଜିଲ୍ଲା ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି।ଜିଲ୍ଲା ଶିକ୍ଷାଧିକରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପାଟଣା ବିଧାୟକ ଜଗନ୍ନାଥ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି।ଜିଲ୍ଲାର ୧୩ଟି ବ୍ଲକ୍ ରୁ ପ୍ରତିଯୋଗୀ ଭାଗ ନେଉଛନ୍ତି। ଏହା ୫ ଦିନ ବ୍ୟାପୀ ହକି, ଖୋ ଖୋ,କବାଡି, ଆଥଲେଟିକସ୍, କ୍ରିକେଟ୍ ଖେଳ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଶାରୀରିକ କ୍ରୀଡ଼ା ନିରୀକ୍ଷକ ଡମ୍ବରୁଧର ମହାନ୍ତ ସୂଚନା ଦେଇଛନ୍

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes