ବାଲେଶ୍ଵର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ଏଥିରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।