ଜିଲ୍ଲା ଅବକାରୀ ଅଧିକ୍ଷକ ସାମୁଏଲ ଏକ୍କାଙ୍କ ଅକାଳ ବିୟୋଗ

ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ଅଧିକ୍ଷକ ସାମୁଏଲ ଏକ୍କାଙ୍କ ଅକାଳ ବିୟୋଗରେ ଗଭୀର ଶୋକ ପ୍ରକାଶ ପାଇଛି । ଆଜି ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ତାଙ୍କର ସ୍ମୃତିଚାରଣ କରାଯିବ ସହ ନିରବ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଯାଇଛି ।

ସେ ଯକୃତ ରୋଗରେ ପୀଡ଼ିତ ହୋଇ ହାଇଦ୍ରାବାଦ ଠାରେ ଚିକିତ୍ସିତ ହେଉଥିଲେ ଓ ଗତକାଲି ରାତିରେ ତାଙ୍କର ପରଲୋକ ଘଟିଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes