ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ

ଭଦ୍ରକ ଲୋକସଭା ସାଂସଦ ମଞ୍ଜୁଲତା ମଣ୍ଡଳଙ୍କ ଅଧ୍ୟକ୍ଷତାରେ ଡି.ଆର.ଡ଼ି.ଏ. ସମିଳନୀ କକ୍ଷରେ ଆଜି ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ ‘ଦିଶା’  ଆଜି ଅନୁଷ୍ଠିତ ହୋଇଯାଇଛି ।

ଚାନ୍ଦବାଲି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଡ.ବ୍ୟୋମକେଶ ରାୟ, ଧାମନଗର ବିଧାୟକ ବିଷ୍ଣୁଚରଣ ସେଠୀ, ଭଣ୍ଡାରୀପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାୟକ ସଂଜିବ୍ କୁମାର ମଲ୍ଳିକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes