ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ ଠାରେ ଜିଲ୍ଲା ପ୍ରଶାସନ ତରଫରୁ କୃଷକ ଦିବସ ପାଳିତ ହେବା ସହ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏଥିରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ,କୃଷି ବିଭାଗ ଅଧିକାରୀ ଉପସ୍ଥିତ ଥିଲେ ।
Credible Local News of Odisha