ଜିଲ୍ଲା ପ୍ରଶାସନ ତରଫରୁ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ରାଜୀବ ଭବନ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ।

ଏଥିରେ ସର୍ବମୋଟ ୧୧୭ଟି ଅଭିଯୋଗ ମଧ୍ୟରୁ ବ୍ୟକ୍ତିଗତ ୧୦୬,ସାମୁହିକ୯ ଏବଂ ମୁଖ୍ୟମନ୍ତ୍ରୀ ସହାୟତା ପାଇଁ ୨ଟି ଆବେଦନ ପଡ଼ିଥିଲା ।ଶିବିରରେ ଜିଲ୍ଲା ଓ ବ୍ଳକ ସ୍ତରୀୟ ଅଧିକାରୀ ଯୋଗଦେଇ ଅଭିଯୋଗ ଉପରେ ତର୍ଜମା କରି ସମାଧାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes