ଜିଲ୍ଲା ପ୍ରଶାସନ ତରଫରୁ ବିଶ୍ଵ ରେଡକ୍ରସ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ତାଉନହଲ ଠାରେ ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି ।

ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ପ୍ରତେକ୍ଷ୍ୟ ତତ୍ତ୍ଵାବଧାନରେ ମହାବିଦ୍ୟାଳୟ ସ୍ତରୀୟ ରେଡକ୍ରସ ବିଭାଗର ଛାତ୍ରଛାତ୍ରୀମାନେ ସହରରେ ଶୋଭାଯାତ୍ରା କରି ଲୋକଙ୍କୁ ସଚେତନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes