ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ

କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ରୁ ବନ୍ଦ ପାଳନ କରାଯାଉଛି।

ବନ୍ଦ ଡାକରା ଯୋଗୁଁ ସହରର ପ୍ରାୟ ଦୋକାନ, ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes