ଜିଲ୍ଲା ମିଳିତ ସାମ୍ବାଦିକ ସଂଘ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା

କଳାହାଣ୍ଡି ଜିଲ୍ଲାର ନୂତନ ଜିଲ୍ଲାପାଳ ପି.ଅନ୍ନେଷା ରେଡ୍ଡିଙ୍କୁ ଆଜି ଜିଲ୍ଲାର ମିଳିତ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି ।

ଏହି ଅବସରରେ ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ସାମ୍ବାଦିକ ମାନେ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes