ଜିଲ୍ଲାରେ ଉନ୍ନତ ସ୍ୱାସ୍ଥ୍ୟସେବା ଦାବିନେଇ ଆଜି ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୁହଁରେ କଳାକପଡା ବାନ୍ଧି ଧାରଣା ଦିଆଯାଇଥିଲା।
ପରେ ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦାବି ପୂରଣ ନେଇ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହାର ହୋଇଛି।