ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ବିଶ୍ୱ ମ୍ୟାଲେରିଆ ଦିବସ

ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ଜିଲ୍ଲା ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡା.ବିଶ୍ବରଞ୍ଜନ ପତିଙ୍କ ସଭାପତିତ୍ଵରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି।

ଏଥିରେ ମ୍ୟାଲେରିଆର ଦମନ ଉପରେ ଜନସଚେତନତା ନିମନ୍ତେ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes