ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କଲେ ସରକାର

ମୁଖ୍ୟମନ୍ତ୍ରୀ ସମସ୍ତ ୩୦ ଜିଲ୍ଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ କରିଥିବା ବେଳେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ ଓ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଦାୟିତ୍ୱ ଦେଇଛନ୍ତି।

ସେହିଭଳି ଅନନ୍ତ ଦାସଙ୍କୁ ବାଲେଶ୍ୱର, ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼, ପ୍ରମୋଦ ମଲ୍ଲିକଙ୍କୁ କଟକ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମ, ପ୍ରମିଳା ମଲ୍ଲିକଙ୍କୁ ଜଗତସିଂହପୁର, ସମୀର ଦାଶଙ୍କୁ ଯାଜପୁର, ନବ ଦାସଙ୍କୁ କଳାହାଣ୍ଡି, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କେନ୍ଦ୍ରାପଡ଼ା, ରାଜେନ୍ଦ୍ର ସାହୁଙ୍କୁ ଖୋର୍ଦ୍ଧା, ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes