ଜିଲ୍ଲା ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

କଳାହାଣ୍ଡି ଜିଲ୍ଲା ମାଧ୍ୟମିକ ଶିକ୍ଷକ ସଂଘ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ,ଅର୍ଥ ବିଭାଗ ପ୍ରମୁଖ ସଚିବଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି ।

ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ତୁରନ୍ତ ୨୦୨୧ଶିକ୍ଷା ଆଇନ ଅନୁସାରେ ସପ୍ତମ ବେତନ କମିଶନରେ ସାମିଲ କରନ୍ତୁ ସରକାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes