ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତରଫରୁ ଦହି ସରବତ ବଣ୍ଟନ

ଢେଙ୍କାନାଳ ଜିଲ୍ଲା ସଦର ବ୍ଲକରେ ଆଜି ଜିଲ୍ଲା ଶିକ୍ଷା ଅଧିକାରୀ ଓ ଭାରତ ସ୍କାଉଟ ଗାଇଡସ ତରଫରୁ ପଥଚାରୀଙ୍କୁ ଦହି ସରବତ ବଣ୍ଟନ କରାଯାଇଛି।

ଏହି କାର୍ଯ୍ୟକ୍ରମ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଚାଲିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes