ଜିଲ୍ଲା ସଚେତନ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ସଚେତନ ନାଗରିକମଞ୍ଚର କାର୍ଯ୍ୟକାରିଣୀ ବୈଠକ ସଭାପତି ସିତାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ମାରୱାଡି ଧର୍ମଶାଳାରେ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ବିଭିନ୍ନ ସଙ୍ଗଠନର ସଦସ୍ୟଙ୍କ ସହ କୃଷି ମହାବିଦ୍ୟାଳୟ ସ୍ଥାପନ, ଖୋର୍ଦ୍ଧା-ବଲାଙ୍ଗିର ରେଳପଥ କାର୍ଯ୍ୟ ଓ ସମ୍ବଲପୁର- ଗୋପାଳପୁର ରେଳପଥ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା । ଏଥିରେ ଜିଲ୍ଲାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes