ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମିଳନୀ

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି।

ବିଭାଗର କାର୍ଯ୍ୟ ସମୀକ୍ଷା ଏବଂ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ସମ୍ପର୍କିତ ପ୍ରଚାର ପ୍ରସାର ଉପରେ ବ୍ୟାପକ ଆଲୋଚନା ହୋଇଛି l ସମ୍ମିଳନୀରେ ବିଭାଗୀୟ ମନ୍ତ୍ରୀ ରଘୁନନ୍ଦନ ଦାସ, ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ,ବିଭାଗୀୟ ନିର୍ଦ୍ଦେଶକ ଓ ଅନ୍ୟମାନେ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes